ଆଦି ପୁସ୍ତକ 30 : 2 (ORV)
ତହିଁରେ ରାହେଲ ପ୍ରତି ଯାକୁବର କ୍ରୋଧ ପ୍ରଜ୍ଵଳିତ ହେଲା; ପୁଣି ସେ କହିଲା, ମୁଁ କʼଣ ପରମେଶ୍ଵରଙ୍କର ପ୍ରତିନିଧି? ସେ ସିନା ତୁମ୍ଭକୁ ଗର୍ଭଫଳ ଦେଇନାହାନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43