ଆଦି ପୁସ୍ତକ 43 : 8 (ORV)
ଯିହୁଦା ଆପଣା ପିତା ଇସ୍ରାଏଲଙ୍କୁ ଆହୁରି କହିଲା, ତୁମ୍ଭେ ସେହି ଯୁବାକୁ ମୋʼ ସଙ୍ଗରେ ପଠାଇ ଦିଅ; ଆମ୍ଭେମାନେ ଉଠି ପ୍ରସ୍ଥାନ କରୁ, ତହିଁରେ ଆମ୍ଭେମାନେ ଓ ତୁମ୍ଭେ ଓ ବାଳକମାନେ, ସମସ୍ତେ ବଞ୍ଚିବା, ମରିବା ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34