ଆଦି ପୁସ୍ତକ 47 : 1 (ORV)
ଅନନ୍ତର ଯୋଷେଫ ଯାଇ ଫାରୋଙ୍କୁ ସମ୍ଵାଦ ଦେଇ କହିଲେ, ମୋʼ ପିତା ଓ ଭାଇମାନେ କିଣାନ ଦେଶରୁ ଆପଣା ଗୋମେଷାଦି ପଲ ପ୍ରଭୃତି ସର୍ବସ୍ଵ ନେଇ ଆସି ଅଛନ୍ତି; ଦେଖନ୍ତୁ, ସେମାନେ ଗୋଶନ ପ୍ରଦେଶରେ ଅଛନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31