ହବକକୂକ 3 : 16 (ORV)
ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥର ଥର ହେଲା; ମୋʼ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ଵସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ ।

1 2 3 4 5 6 7 8 9 10 11 12 13 14 15 16 17 18 19