ହଗୟ 1 : 6 (ORV)
ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ ।

1 2 3 4 5 6 7 8 9 10 11 12 13 14 15