ହଗୟ 2 : 22 (ORV)
ଆମ୍ଭେ ରାଜ୍ୟସମୂହର ସିଂହାସନ ଓଲଟାଇ ପକାଇବା ଓ ଗୋଷ୍ଠୀଗଣର ସକଳ ରାଜ୍ୟର ପରାକ୍ରମ ବିନଷ୍ଟ କରିବା; ଆଉ, ଆମ୍ଭେ ରଥ ଓ ରଥାରୋହୀମାନଙ୍କୁ ଓଲଟାଇ ପକାଇବା; ପୁଣି ଅଶ୍ଵ ଓ ଅଶ୍ଵାରୋହୀମାନେ ଆପଣା ଭ୍ରାତାର ଖଡ଼୍‍ଗ ଦ୍ଵାରା ପତିତ ହେବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23