ହୋଶେୟ 3 : 1 (ORV)
ଅନନ୍ତର ସଦାପ୍ରଭୁ ଆମ୍ଭକୁ କହିଲେ, ଇସ୍ରାଏଲ-ସନ୍ତାନଗଣ ଅନ୍ୟ ଦେବଗଣର ପ୍ରତି ଫେରିଲେଣହେଁ ଓ ଦ୍ରାକ୍ଷାଚକ୍ତି ଭଲ ପାଇଲେ ହେଁ ସଦାପ୍ରଭୁ ଯେପରି ସେମାନଙ୍କୁ ପ୍ରେମ କରନ୍ତି, ସେପରି ତୁମ୍ଭେ ପୁନଶ୍ଚ ଯାଇ ଆପଣା ମିତ୍ରର ପ୍ରିୟତମା ଅଥଚ ବ୍ୟଭିଚାରିଣୀ ଏକ ସ୍ତ୍ରୀକୁ ପ୍ରେମ କର ।

1 2 3 4 5