ହୋଶେୟ 7 : 1 (ORV)
ଆମ୍ଭେ ଯେତେବେଳେ ଇସ୍ରାଏଲକୁ ସୁସ୍ଥ କରିବାକୁ ଇଚ୍ଛା କରୁ, ସେତେବେଳେ ଇଫ୍ରୟିମର ଅଧର୍ମ ଓ ଶମରୀୟାର ଦୁଷ୍ଟତା ପ୍ରକାଶିତ ହୁଅଇ; କାରଣ ସେମାନେ ଅସତ୍ୟତାର ବ୍ୟବହାର କରନ୍ତି ଓ ଚୋର ଭିତରେ ପ୍ରବେଶ କରେ, ଆଉ ଡକାଇତ-ଦଳ ବାହାରେ ଲୁଟ କରନ୍ତି ।

1 2 3 4 5 6 7 8 9 10 11 12 13 14 15 16