ଯିଶାଇୟ 28 : 2 (ORV)
ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ଵାରା ଭୂମିରେ ନିକ୍ଷେପ କରିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29