ଯିଶାଇୟ 28 : 4 (ORV)
ଆଉ, ଫଳଶାଳୀ ଉପତ୍ୟକାର ମସ୍ତକରେ ସ୍ଥିତ ତାହାର ସୁନ୍ଦର ଭୂଷଣର ମ୍ଳାନପ୍ରାୟ ପୁଷ୍ପ, ଗ୍ରୀଷ୍ମକାଳ ପୂର୍ବରେ ଆଦ୍ୟ ପକ୍ଵ ଡିମିରି ଫଳ ତୁଲ୍ୟ ହେବ; ଯାହା କେହି ଦେଖିବାମାତ୍ର ଲକ୍ଷ୍ୟ କରେ ଓ ହସ୍ତରେ ଧରିବାମାତ୍ର ଗ୍ରାସ କରେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29