ଯିଶାଇୟ 31 : 1 (ORV)
ଯେଉଁମାନେ ସାହାଯ୍ୟ ନିମନ୍ତେ ମିସରକୁ ଯାଆନ୍ତି ଓ ଅଶ୍ଵଗଣରେ ନିର୍ଭର କରନ୍ତି ଓ ରଥ ଅନେକ ହେବାରୁ, ଆଉ ଅଶ୍ଵାରୋହୀଗଣ ଅତି ବଳବାନ ହେବାରୁ ସେମାନଙ୍କ ଉପରେ ବିଶ୍ଵାସ କରନ୍ତି; ମାତ୍ର ଇସ୍ରାଏଲର ଧର୍ମସ୍ଵରୂପଙ୍କ ପ୍ରତି ନ ଅନାନ୍ତି, କିଅବା ସଦାପ୍ରଭୁଙ୍କର ଅନ୍ଵେଷଣ ନ କରନ୍ତି ⇧, ସେମାନେ ସନ୍ତାପର ପାତ୍ର!

1 2 3 4 5 6 7 8 9