ଯିଶାଇୟ 36 : 22 (ORV)
ତହିଁରେ ହିଲ୍‍କୀୟର ପୁତ୍ର ଇଲୀୟାକୀମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍ଶାକିର କଥାସବୁ ତାହାକୁ ଜଣାଇଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22