ଯିଶାଇୟ 39 : 1 (ORV)
ସେସମୟରେ ବଲଦନର ପୁତ୍ର ବାବିଲରାଜ ମରୋଦକ୍-ବଲ୍ଦନ୍ ହିଜକୀୟ ନିକଟକୁ ପତ୍ରମାନ ଓ ଦର୍ଶନୀ ପଠାଇଲା; କାରଣ ତାହାର ପୀଡ଼ିତ ହେବାର ଓ ସୁସ୍ଥ ହେବାର ସମ୍ଵାଦ ସେ ଶୁଣିଥିଲା ।

1 2 3 4 5 6 7 8