ଯିଶାଇୟ 4 : 1 (ORV)
ସେହି ଦିନ ସାତ ଜଣ ସ୍ତ୍ରୀ ଜଣେ ପୁରୁଷକୁ ଧରି କହିବେ, ଆମ୍ଭେମାନେ ନିଜ ଅନ୍ନ ଭୋଜନ କରିବୁ ଓ ନିଜ ବସ୍ତ୍ର ପିନ୍ଧିବୁ; କେବଳ ତୁମ୍ଭ ନାମରେ ଆମ୍ଭେମାନେ ଖ୍ୟାତ ହେଉ; ତୁମ୍ଭେ ଆମ୍ଭମାନଙ୍କର ଅପମାନ ଦୂର କର ।

1 2 3 4 5 6