ଯିଶାଇୟ 48 : 1 (ORV)
ହେ ଇସ୍ରାଏଲ ନାମରେ ଖ୍ୟାତ ଓ ଯିହୁଦାର ଜଳାଶୟରୁ ଉତ୍ପନ୍ନ ଯାକୁବ ବଂଶ, ତୁମ୍ଭେମାନେ ଏହି କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ନାମରେ ଶପଥ କରୁଅଛ ଓ ଇସ୍ରାଏଲର ପରମେଶ୍ଵରଙ୍କ ନାମ କୀର୍ତ୍ତନ କରୁଅଛ, ମାତ୍ର ସତ୍ୟରେ କିଅବା ଧାର୍ମିକତାରେ ନୁହେଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22