ଯିଶାଇୟ 50 : 2 (ORV)
ଆମ୍ଭେ ଆସିଲା ବେଳେ କାହିଁକି କେହି ଉପସ୍ଥିତ ନ ଥିଲା? ଆମ୍ଭେ ଡାକିଲା ବେଳେ କାହିଁକି କେହି ଉତ୍ତର ଦେବାକୁ ନ ଥିଲା? ଆମ୍ଭର ହସ୍ତ କି କିଛି ଛୋଟ ହୋଇଅଛି ଯେ, ତାହା ମୁକ୍ତ କରି ନ ପାରେ? କିଅବା ଉଦ୍ଧାର କରିବା ପାଇଁ କି ଆମ୍ଭର ପରାକ୍ରମ ନାହିଁ? ଦେଖ, ଆମ୍ଭେ ଧମକରେ ସମୁଦ୍ରକୁ ଶୁଷ୍କ କରୁ, ଆମ୍ଭେ ନଦନଦୀକି ପ୍ରାନ୍ତର କରୁ; ସେଠାସ୍ଥିତ ମତ୍ସ୍ୟ ଜଳ ଅଭାବରେ ତୃଷାର୍ତ୍ତ ହୋଇ ମରିଯାଇ ଦୁର୍ଗନ୍ଧ ହୁଏ ।

1 2 3 4 5 6 7 8 9 10 11