ଯିଶାଇୟ 51 : 16 (ORV)
ପୁଣି, ଆକାଶମଣ୍ତଳ ରୋପଣ କରିବାର, ପୃଥିବୀର ଭିତ୍ତିମୂଳ ସ୍ଥାପନ କରିବାର ଓ ତୁମ୍ଭେ ଆମ୍ଭର ଲୋକ, ଏହା ସିୟୋନକୁ କହିବା ପାଇଁ ଆମ୍ଭେ ତୁମ୍ଭ ମୁଖରେ ଆପଣା ବାକ୍ୟ ରଖିଅଛୁ ଓ ଆପଣା ହସ୍ତର ଛାୟାରେ ତୁମ୍ଭକୁ ଆଚ୍ଛାଦନ କରିଅଛୁ

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23