ଯିଶାଇୟ 54 : 17 (ORV)
ଯେକୌଣସି ଅସ୍ତ୍ର ତୁମ୍ଭ ପ୍ରତିକୂଳରେ ନିର୍ମିତ ହୁଏ, ତାହା ସାର୍ଥକ ହେବ ନାହିଁ ଓ ଯେ ପ୍ରତ୍ୟେକ ଜିହ୍ଵା ବିଚାରରେ ତୁମ୍ଭ ବିରୁଦ୍ଧରେ ଉଠେ, ତୁମ୍ଭେ ତାହାକୁ ଦୋଷୀ କରିବ । ସଦାପ୍ରଭୁଙ୍କ ଦାସମାନଙ୍କର ଅଧିକାର ଓ ଆମ୍ଭ ଦତ୍ତ ସେମାନଙ୍କର ଧାର୍ମିକତା ଏହି, ଏହା ସଦାପ୍ରଭୁ କହନ୍ତି ।

1 2 3 4 5 6 7 8 9 10 11 12 13 14 15 16 17