ଯିଶାଇୟ 54 : 9 (ORV)
କାରଣ ଏହା ଆମ୍ଭ ପ୍ରତି ନୋହ ସମୟର ଜଳ ତୁଲ୍ୟ ଅଟେନ୍ତ ନୋହ ସମୟର ଜଳ ଆଉ ପୃଥିବୀକି ପ୍ଳାବିତ କରିବ ନାହିଁ ବୋଲି ଆମ୍ଭେ ଯେପରି ଶପଥ କରିଅଛୁ, ସେପରି ଆମ୍ଭେ ତୁମ୍ଭ ପ୍ରତି କ୍ରୋଧ, ଅବା ତୁମ୍ଭକୁ ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ ।

1 2 3 4 5 6 7 8 9 10 11 12 13 14 15 16 17