ଯିଶାଇୟ 55 : 2 (ORV)
ଅଖାଦ୍ୟ ଦ୍ରବ୍ୟ ନିମନ୍ତେ ତୁମ୍ଭେମାନେ କାହିଁକି ରୂପା ବ୍ୟୟ କରୁଅଛ? ଓ ଯାହା ତୃପ୍ତିକର ନୁହେଁ, ତହିଁ ପାଇଁ କାହିଁକି ତୁମ୍ଭେମାନେ ପରିଶ୍ରମ କରୁଅଛ? ମନୋଯୋଗ କରି ଆମ୍ଭର କଥା ଶୁଣ ଓ ଉତ୍ତମ ଦ୍ରବ୍ୟ ଭୋଜନ କର ଓ ପୁଷ୍ଟିକର ଦ୍ରବ୍ୟରେ ତୁମ୍ଭମାନଙ୍କର ପ୍ରାଣକୁ ସନ୍ତୁଷ୍ଟ ହେବାକୁ ଦିଅ ।

1 2 3 4 5 6 7 8 9 10 11 12 13