ଯିଶାଇୟ 56 : 1 (ORV)
ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ନ୍ୟାୟବିଚାର ପାଳନ କର; ଧର୍ମକର୍ମ କର; କାରଣ ଆମ୍ଭର ପରିତ୍ରାଣର ଆଗମନ ଓ ଆମ୍ଭ ଧର୍ମର ପ୍ରକାଶ ସନ୍ନିକଟ ।

1 2 3 4 5 6 7 8 9 10 11 12