ଯିଶାଇୟ 57 : 19 (ORV)
ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ; ସଦାପ୍ରଭୁ କହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକ ପ୍ରତି ଶାନ୍ତି, ଶାନ୍ତି ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21