ଯିଶାଇୟ 9 : 21 (ORV)
ମନଃଶି ଇଫ୍ରୟିମର ଓ ଇଫ୍ରୟିମ ମନଃଶିର, ପୁଣି ସେମାନେ ଏକତ୍ର ହୋଇ ଯିହୁଦାର ପ୍ରତିକୂଳ ହେବେ । ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21