ଯିରିମିୟ 10 : 13 (ORV)
ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶଦ୍ଦ ହୁଏ, ପୁଣି ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ପ୍ରସ୍ତୁତ କରନ୍ତି ଓ ଆପଣା ଭଣ୍ତାରସମୂହରୁ ବାୟୁ ବାହାର କରି ଆଣନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25