ଯିରିମିୟ 11 : 14 (ORV)
ଏହେତୁ ତୁମ୍ଭେ ଏହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ ଉଚ୍ଚ ଆର୍ତ୍ତସ୍ଵର ଅବା ପ୍ରାର୍ଥନା କର ନାହିଁ, କାରଣ ସେମାନେ ଆପଣାମାନଙ୍କର ବିପଦ ସକାଶୁ ଆମ୍ଭ ନିକଟରେ ଆର୍ତ୍ତସ୍ଵର କଲା ବେଳେ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23