ଯିରିମିୟ 20 : 10 (ORV)
କାରଣ ମୁଁ ଅନେକଙ୍କର ଅପବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା ଅଛି । ମୋର ଝୁଣ୍ଟିବାର ଅପେକ୍ଷାକାରୀ ଆତ୍ମୀୟ ମିତ୍ରସମସ୍ତେ କହନ୍ତି, ତୁମ୍ଭେମାନେ ଅଭିଯୋଗ କର, ଆମ୍ଭେମାନେ ହିଁ ତାହାର ଅଭିଯୋଗ କରିବା; କେଜାଣି ସେ ଭୁଲିଯିବ, ତହିଁରେ ଆମ୍ଭେମାନେ ତାହାକୁ ପରାସ୍ତ କରି ତାହାଠାରୁ ପରିଶୋଧ ନେବା ।

1 2 3 4 5 6 7 8 9 10 11 12 13 14 15 16 17 18