ଯିରିମିୟ 24 : 1 (ORV)
ବାବିଲର ରାଜା ନବୂଖଦ୍ନିତ୍ସର, ଯିହୋୟାକୀମ୍ର ପୁତ୍ର, ଯିହୁଦାର ରାଜା ଯିହୋୟାଖୀନ୍କୁ ଓ ଯିହୁଦାର ଅଧିପତିମାନଙ୍କୁ, ଶିଳ୍ପକରଣଓ କର୍ମକାରକମାନଙ୍କ ସହିତ ଯିରୂଶାଲମରୁ ବନ୍ଦୀ କରି ବାବିଲକୁ ନେଇ ଗଲା ଉତ୍ତାରେ ସଦାପ୍ରଭୁ ମୋତେ ଏକ ଦର୍ଶନ ଦେଖାଇଲେ, ଆଉ ଦେଖ, ସଦାପ୍ରଭୁଙ୍କର ମନ୍ଦିର ସମ୍ମୁଖରେ ଦୁଇ ଡାଲା ଡିମିରି ଫଳ ରଖାଯାଇଅଛି ।

1 2 3 4 5 6 7 8 9 10