ଯିରିମିୟ 25 : 33 (ORV)
ପୁଣି, ସେସମୟରେ ସଦାପ୍ରଭୁଙ୍କର ହତ ଲୋକମାନେ, ପୃଥିବୀର ଆଦ୍ୟ; ସୀମା ପର୍ଯ୍ୟନ୍ତ ଦେଖାଯିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ,ସେମାନେ ସଂଗୃହୀତ କିଅବା କବରପ୍ରାପ୍ତ ନୋହିବେ; ସେମାନେ ଭୂମି ଉପରେ ଖତ ପରି ପଡ଼ି ରହିବେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38