ଯିରିମିୟ 25 : 4 (ORV)
ଆଉ, ସଦାପ୍ରଭୁ ପ୍ରତ୍ୟୁଷରେ ଉଠି ଆପଣାର ସମସ୍ତ ଦାସ ଭବିଷ୍ୟଦ୍ବକ୍ତାଗଣଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଅଛନ୍ତି, ମାତ୍ର ତୁମ୍ଭେମାନେ ଶୁଣି ନାହଁ, କିଅବା ଶୁଣିବା ପାଇଁ କର୍ଣ୍ଣପାତ କରି ନାହଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38