ଯିରିମିୟ 25 : 1 (ORV)
ଯୋଶୀୟର ପୁତ୍ର, ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ ଯିହୁଦାର ସମଗ୍ର ଲୋକ ବିଷୟରେ ଯିରିମୀୟଙ୍କ ନିକଟରେ ଏହି ବାକ୍ୟ ଉପସ୍ଥିତ ହେଲା, ସେହି ବର୍ଷ ବାବିଲର ରାଜା ନବୂଖଦ୍ନିତ୍ସରର ଅଧିକାରର ପ୍ରଥମ ବର୍ଷ ଥିଲା;

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38