ଯିରିମିୟ 32 : 12 (ORV)
ପୁଣି, ମୋʼ ପିତୃବ୍ୟର ପୁତ୍ର ହନନେଲର ସାକ୍ଷାତରେ ଓ କ୍ରୟପତ୍ରରେ ସ୍ଵାକ୍ଷରକାରୀ ସାକ୍ଷୀମାନଙ୍କ ସାକ୍ଷାତରେ ଓ ପ୍ରହରୀ-ପ୍ରାଙ୍ଗଣରେ ଉପବିଷ୍ଟ ସମସ୍ତ ଯିହୁଦୀମାନଙ୍କ ସାକ୍ଷାତରେ ମୁଁ ସେହି କ୍ରୟପତ୍ର ମହସେୟର ପୌତ୍ର ନେରୀୟର ପୁତ୍ର ବାରୂକର ହସ୍ତରେ ସମର୍ପଣ କଲି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44