ଯିରିମିୟ 33 : 21 (ORV)
ତେବେ ଆମ୍ଭ ଦାସ ଦାଉଦର ସିଂହାସନରେ ବସି ରାଜ୍ୟ କରିବା ପାଇଁ ତାହାର ସନ୍ତାନର ଅଭାବ ନୋହିବ ବୋଲି ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଅଛି, ତାହା ମଧ୍ୟ ଭଗ୍ନ କରାଯାଇ ପାରିବ; ଆଉ, ଆମ୍ଭର ପରିଚାରକ ଲେବୀୟ ଯାଜକମାନଙ୍କ ସହିତ ଆମ୍ଭର ନିୟମ ହିଁ ଭଗ୍ନ କରାଯାଇ ପାରିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26