ଯିରିମିୟ 34 : 1 (ORV)
ବାବିଲର ରାଜା ନବୂଖଦ୍ନିତ୍ସର ଓ ତାହାର ସମସ୍ତ ସୈନ୍ୟ ଓ ତାହାର କର୍ତ୍ତୃତ୍ଵାଧୀନ ଭୂଖଣ୍ତର ସମସ୍ତ ରାଜ୍ୟ ଆଉ ସମସ୍ତ ଗୋଷ୍ଠୀ ଯିରୂଶାଲମ ଓ ତହିଁର ନଗରସମୂହର ବିରୁଦ୍ଧରେ ଯୁଦ୍ଧ କରୁଥିବା ସମୟରେ, ଯିରିମୀୟଙ୍କ ନିକଟରେ ସଦାପ୍ରଭୁଙ୍କଠାରୁ ଏହି ବାକ୍ୟ ଉପସ୍ଥିତ ହେଲା:

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22