ଯିରିମିୟ 4 : 5 (ORV)
ତୁମ୍ଭେମାନେ ଯିହୁଦାରେ ପ୍ରଚାର କର ଓ ଯିରୂଶାଲମରେ ଘୋଷଣା କର; ଆଉ କୁହ, ତୁମ୍ଭେମାନେ ଦେଶରେ ତୂରୀ ବଜାଅ; ଉଚ୍ଚସ୍ଵର କରି କୁହ, ତୁମ୍ଭେମାନେ ଏକତ୍ର ହୁଅ, ଆସ, ଆମ୍ଭେମାନେ ଦୃଢ଼ ନଗରମାନଙ୍କୁ ଯାଉ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31