ଯିରିମିୟ 41 : 1 (ORV)
ଅନନ୍ତର ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମର ପୁତ୍ର ଗଦଲୀୟ କତିକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ ।

1 2 3 4 5 6 7 8 9 10 11 12 13 14 15 16 17 18