ଯିରିମିୟ 45 : 1 (ORV)
ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍ର ଅଧିକାରର ଚତୁର୍ଥ ବର୍ଷରେ, ନେରୀୟର ପୁତ୍ର ବାରୂକ ଏହି ସମସ୍ତ କଥା ଯିରିମୀୟଙ୍କ ମୁଖରୁ ଶୁଣି ପୁସ୍ତକରେ ଲେଖିଲା ବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ତାହାକୁ ଏହି କଥା କହିଲେ,

1 2 3 4 5