ଯିରିମିୟ 5 : 1 (ORV)
ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନସବୁରେ ଖୋଜ, ଯେବେ ନ୍ୟାୟାଚାରୀ ଓ ସତ୍ୟ ଅନ୍ଵେଷଣକାରୀ ଏକଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା⇧ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31