ଯୂନସ 1 : 5 (ORV)
ସେତେବେଳେ ନାବିକମାନେ, ଭୀତ ହୋଇ ପ୍ରତ୍ୟେକ ଲୋକ ଆପଣା ଆପଣା ଦେବତା ନିକଟରେ ପ୍ରାର୍ଥନା କଲେ; ପୁଣି, ସେମାନେ ଜାହାଜକୁ ହାଲୁକା କରିବା ପାଇଁ ତନ୍ମଧ୍ୟସ୍ଥ ଦ୍ରବ୍ୟାଦି ସମୁଦ୍ରରେ ପକାଇ ଦେଲେ । ମାତ୍ର ଯୂନସ ଜାହାଜର ଅନ୍ତରସ୍ଥ ଭାଗକୁ ଯାଇଥିଲେ; ଆଉ, ଶୟନ କରି ଘୋର ନିଦ୍ରାରେ ମଗ୍ନ ହୋଇଥିଲେ ।

1 2 3 4 5 6 7 8 9 10 11 12 13 14 15 16 17