ଯିହୋଶୂୟ 1 : 8 (ORV)
ଏହି ବ୍ୟବସ୍ଥା ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ ।

1 2 3 4 5 6 7 8 9 10 11 12 13 14 15 16 17 18