ଯିହୋଶୂୟ 18 : 11 (ORV)
ତହୁଁ ବିନ୍ୟାମୀନ-ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ବଂଶାନୁସାରେ ଉଠିଲା । ସେମାନଙ୍କ ବାଣ୍ଟର ସୀମା ଯିହୁଦା-ସନ୍ତାନଗଣର ଓ ଯୋଷେଫ-ସନ୍ତାନଗଣର ମଧ୍ୟରେ ହେଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28