ଯିହୋଶୂୟ 2 : 11 (ORV)
ଆଉ ତାହା ଶୁଣିବାମାତ୍ରେ ଆମ୍ଭମାନଙ୍କ ହୃଦୟ ତରଳି ଗଲା; ପୁଣି ତୁମ୍ଭମାନଙ୍କ ମୁଖ ସକାଶୁ କୌଣସି ପୁରୁଷର ଆତ୍ମା ଆଉ ଉଠିଲା ନାହିଁ; କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଉପରିସ୍ଥ ସ୍ଵର୍ଗରେ ଓ ନୀଚସ୍ଥ ପୃଥିବୀରେ ପରମେଶ୍ଵର ଅଟନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24