ଯିହୋଶୂୟ 2 : 19 (ORV)
ତହିଁରେ ଯେକେହି ତୁମ୍ଭ ଗୃହ-ଦ୍ଵାରରୁ ବାହାରି ଦାଣ୍ତକୁ ଯିବ, ତାହାର ରକ୍ତପାତ ଅପରାଧ ତାହାର ନିଜ ମସ୍ତକରେ ବର୍ତ୍ତିବ, ଆଉ ଆମ୍ଭେମାନେ ନିର୍ଦ୍ଦୋଷ ହେବୁ; ମାତ୍ର ଯେକେହି ତୁମ୍ଭ ସଙ୍ଗେ ଗୃହ ମଧ୍ୟରେ ଥାଏ, ତାହା ଉପରେ ଯେବେ କେହି ହାତ ଦିଏ, ତେବେ ତାହାର ରକ୍ତପାତ ଅପରାଧ ଆମ୍ଭମାନଙ୍କ ମସ୍ତକରେ ବର୍ତ୍ତିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24