ଯିହୋଶୂୟ 2 : 1 (ORV)
ଅନନ୍ତର ନୂନର ପୁତ୍ର ଯିହୋଶୂୟ ଶିଟିମଠାରୁ ଚର ରୂପେ ଦୁଇ ମନୁଷ୍ୟଙ୍କୁ ଏହି କଥା କହି ଗୋପନରେ ପଠାଇଲେ, ତୁମ୍ଭେମାନେ ଯାଇ ସେହି ଦେଶ ଓ ଯିରୀହୋ ନଗର ନିରୀକ୍ଷଣ କର । ତହୁଁ ସେମାନେ ଯାଇ ରାହାବ ନାମ୍ନୀ ଏକ ବେଶ୍ୟାର ଗୃହରେ ଉପସ୍ଥିତ ହୋଇ ସେଠାରେ ବସା କଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24