ଯିହୋଶୂୟ 21 : 8 (ORV)
ଏହିରୂପେ ଇସ୍ରାଏଲ-ସନ୍ତାନଗଣ, ମୋଶାଙ୍କ ଦ୍ଵାରା ସଦାପ୍ରଭୁ ଯେରୂପ ଆଜ୍ଞା ଦେଇଥିଲେ, ତଦନୁସାରେ ଗୁଲିବାଣ୍ଟ କରି ଲେବୀୟ ଲୋକମାନଙ୍କୁ ଏହିସବୁ ନଗର ଓ ତହିଁର ତଳିଭୂମି ଦେଲେ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45