ଯିହୋଶୂୟ 23 : 16 (ORV)
ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ତାହା ଯେବେ ତୁମ୍ଭେମାନେ ଲଙ୍ଘନ କରିବ ଓ ଯାଇ ଅନ୍ୟ ଦେବତାମାନଙ୍କର ସେବା କରିବ, ପୁଣି ସେମାନଙ୍କୁ ପ୍ରଣାମ କରିବ, ତେବେ ତୁମ୍ଭମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେବ ଓ ସେ ଯେଉଁ ଉତ୍ତମ ଦେଶ ତୁମ୍ଭମାନଙ୍କୁ ଦେଇଅଛନ୍ତି, ତହିଁରୁ ତୁମ୍ଭେମାନେ ଶୀଘ୍ର ବିନଷ୍ଟ ହେବ ।

1 2 3 4 5 6 7 8 9 10 11 12 13 14 15 16