ଯିହୋଶୂୟ 5 : 1 (ORV)
ଅନନ୍ତର ଆମ୍ଭେମାନେ ପାର ହେବାଯାଏ ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯର୍ଦ୍ଦନ-ଜଳ କିରୂପେ ଶୁଷ୍କ କଲେ, ଏହା ଯେତେବେଳେ ଯର୍ଦ୍ଦନର ପଶ୍ଚିମ ପାରିସ୍ଥିତ ଇମୋରୀୟ ରାଜଗଣ ଓ ସମୁଦ୍ର ନିକଟସ୍ଥ କିଣାନୀୟ ରାଜଗଣ ଶୁଣିଲେ, ସେତେବେଳେ ସେମାନଙ୍କ ହୃଦୟ ତରଳି ଗଲା ଓ ଇସ୍ରାଏଲ-ସନ୍ତାନମାନଙ୍କ ମୁଖ ସକାଶୁ ସେମାନଙ୍କଠାରେ ଆତ୍ମା ଆଉ ରହିଲା ନାହିଁ ।

1 2 3 4 5 6 7 8 9 10 11 12 13 14 15