ଯିହୋଶୂୟ 7 : 1 (ORV)
ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସଦ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26