ବିଚାରକର୍ତାମାନଙ୍କ ବିବରଣ 12 : 1 (ORV)
ଅନନ୍ତର ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଅମ୍ମୋନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା ।

1 2 3 4 5 6 7 8 9 10 11 12 13 14 15