ବିଚାରକର୍ତାମାନଙ୍କ ବିବରଣ 12 : 5 (ORV)
ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ ଆମ୍ଭକୁ ପାର ହୋଇ ଯିବାକୁ ଦିଅ ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, ତୁମ୍ଭେ କି ଇଫ୍ରୟିମୀୟ ଲୋକ? ଯେବେ ସେ କହିଲା, ନା;

1 2 3 4 5 6 7 8 9 10 11 12 13 14 15