ବିଚାରକର୍ତାମାନଙ୍କ ବିବରଣ 15 : 1 (ORV)
ମାତ୍ର କିଛିଦିନ ଉତ୍ତାରେ ଗହମ କଟା ସମୟରେ ଶାମ୍ଶୋନ୍ ଗୋଟିଏ ଛେଳିଛୁଆ ନେଇ ଆପଣା ଭାର୍ଯ୍ୟାକୁ ଦେଖିବା ପାଇଁ ଗଲା; ଆଉ ସେ କହିଲା, ମୁଁ ଅନ୍ତଃପୁରରେ ଭାର୍ଯ୍ୟା ନିକଟକୁ ଯିବି । ମାତ୍ର ତାହାର ପିତା ତାହାକୁ ଭିତରକୁ ଯିବାକୁ ଦେଲା ନାହିଁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20